ଏସସିବି ହସ୍ପିଟାଲର ହେବ ନବକଳେବର
କଟକ: ବିଶ୍ୱସ୍ତରୀୟ ହେବ ଏସସିବି ହସ୍ପିଟାଲ । ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ପ୍ରକଳ୍ପ କାମ ଆଗେଇବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ ସ୍ତରରେ ମେଡିକାଲ କଲେଜ ପାଇଁ ଦେଶର ସର୍ବ ବୃହତ ପ୍ରକଳ୍ପ । ୧ ଜାନୁଆରୀ ୨୦୨୪ରେ!-->…