Odia News Portal
Browsing Tag

CM naveen pattnaik

କରୋନାକୁ ମାତ୍ ଦେବାକୁ ନବୀନଙ୍କ ୭ ସୂତ୍ରୀ ମନ୍ତ୍ର

ଭୁବନେଶ୍ବର () ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ ପରିଚାଳନା ସଂପର୍କରେ

୧୬ଟି ଜିଲ୍ଲାରେ ଆରଟିପିସିଆର ଟେଷ୍ଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୦ କୋଟି ମଞ୍ଜୁର

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬ଟି ଜିଲ୍ଲାରେ RT-PCR ଟେଷ୍ଟି ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଚିହ୍ନିତ ୧୬ ଜିଲ୍ଲା

‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ପ୍ରଦାନ

ଭୁବନେଶ୍ବର: କରୋନାର ଏହି ଘଡିସନ୍ଧି ମୁହୂର୍ତ୍ତରେ ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରିଛି ।ଏହି ସନ୍ଦର୍ଭରେ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ ଏବଂ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ

କୋଭିଡ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭ କୋଟି ୬୨ ଲକ୍ଷ

ଭୁବନେଶ୍ବର: କୋଭିଡ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭ କୋଟି ୬୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଜିଲ୍ଲା ପାଇଁ ୪.୬୨ କୋଟି ଟଙ୍କା ଦିଆଯାଇଛି । ସେହିପରି ପୁରୀକୁ ୨କୋଟି ଓ ସୁବର୍ଣ୍ଣପୁରକୁ ୧ କୋଟି ଟଙ୍କା ଦିଆଯାଇଛି । ଏ ସମସ୍ତ ଟଙ୍କା ସିଏମଆରଏଫ

ଖଲ୍ଲିକୋଟ କଲେଜକୁ ମୁଖ୍ୟମନ୍ତ୍ରୀଙ୍କ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା

ଖଲ୍ଲିକୋଟ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବ୍ରହ୍ମପୁର ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଟୋନମସ କଲେଜ ଭାବେ ଥିବା ଖଲ୍ଲିକୋଟ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ଭାବେ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସିଏମସିକୁ ୧୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା

ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ପଶ୍ଚିମବଙ୍ଗ ବିଜୟ ନେଇ ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ହ୍ୟାଟ୍ରିକ ବିଜୟ ପରେ ନବୀନ ମମତାଙ୍କ ସହ କଥା ହୋଇଛନ୍ତି ।ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୯୨ ଆସନରେ ଅନୁଷ୍ଠିତ ହୋଇଥିଲା ।