ଦୁର୍ନିତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ନିଷ୍ପତ୍ତି
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ!-->…