ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ୟ୍ୟାନୁଷ୍ଠାନ ବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ।
ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି।ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ!-->…