ଓଡ଼ିଆ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ‘ନିମନ୍ତ୍ରଣ-ଖାଣ୍ଟି ଓଡ଼ିଆ ଖାଦ୍ୟ ରେଷ୍ଟୁରାଣ୍ଟ’ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଏହା!-->…