Odia News Portal
Browsing Tag

CMO Odisha

ଉଠା ଦୋକାନୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: କରୋନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଉଠା ଦୋକାନୀଙ୍କ ଲାଗି ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସହରାଞ୍ଚଳର ଉଠା ଦୋକାନୀଙ୍କ ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୬କୋଟି ୨୯ ହଜାର ୭୧ଶହ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ୮୭ ହଜାର ୫୫୭ଜଣ ଦୋକାନୀ ହେବେ ଉପକୃତ

ଅନାଥ ପରିବାରର ସାହା ନବୀନ, କରୋନା ପ୍ରଭାବିତଙ୍କୁ ମିଳିବ ଏହି ସୁବିଧା

ଭୁବନେଶ୍ୱର (ସ୍ୱାଧିକାର ବ୍ୟୁରୋ ) ନିଷ୍ପତି ନେବାରେ ଧୁରନ୍ଧର ନବୀନ । କରୋନା ପ୍ରଭାବିତ ପରିବାରଙ୍କ ପାଇଁ ଚିନ୍ତିତ ମୁଖ୍ୟମନ୍ତ୍ରୀ । କରୋନା ସମୀକ୍ଷା ବୈଠକରେ କଠୋର ନିଷ୍ପତି ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ… କରୋନା ଲଢ଼େଇ ଲଢ଼ୁଛି ଓଡିଶା । ଆଉ ଏହି ଅଦୃଶ୍ୟ ଯୁଦ୍ଧରେ ସହୀଦ

ବାତ୍ୟା ୟାସ୍ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜାତିସଂଘର ପ୍ରଶଂସା

ଭୁବନେଶ୍ୱର: ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜାତିସଂଘର ପ୍ରଶଂସା । ବିପର୍ଯ୍ୟୟ ମୁକାବିଲା ପାଇଁ କେମିତି ସଠିକ ପରିଚାଳନା, ସୁଚିନ୍ତିତ ଯୋଜନା ଏବଂ ପୂର୍ବ ପ୍ରସ୍ତୁତି କରାଯାଏ ନବୀନ ପଟ୍ଟନାୟକଙ୍କ ସରକାର ଠାରୁ ଶିଖିବାର ଆବଶ୍ୟକତା ରହିଛି ବୋଲି ମିଳିତ

ଓଡିଶାବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି: ନବୀନ

ଭୁବନେଶ୍ବର: ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା ।ଏପରିକି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ମଇ ୨୦୧୯ ରେ ଆମକୁ ଫନି ପରି ବାତ୍ୟାର ସମ୍ମୁଖୀନ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଆରମ୍ଭ ହୋଇଛି ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ ହୋଇଛି।ଦୁଇବର୍ଷ ତଳେ ମେ’ ୨୯ରେ ୫ମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ।ପଞ୍ଚମ ପାଳିର ଦୁଇବର୍ଷ ପୂର୍ତ୍ତି

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ' ୟାସ୍ 'ର ତାଣ୍ଡବ ପରେ ସାରା ଉତ୍ତର ଓଡ଼ିଶା ଜଳମଗ୍ନ ହୋଇ ରହିଛି ।ତେବେ ଏନେଇ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଇଜ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି ଦିନ ସାଢେ ୧୨ଟା ସମୟରେ ବାତ୍ୟା ପ୍ରଭାବିତ