ଆଜିଠୁ ଖାଲି ଥିବା ସିଟ୍ ପୂରଣ
ଯୁକ୍ତ୨ରେ ଖାଲିଥିବା ସିଟ୍ ପୂରଣ ପାଇଁ ତୃତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଥିବା ଆଶାୟୀ ଛାତ୍ରଛାତ୍ରୀ ଆଜି ପୂର୍ବାହ୍ନ ୧୧ଟା ୩୦ରୁ ୨୨ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଆବେଦନ!-->…