ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି,ଆଉ ୬ ଜଣ ଅଧିକାରୀଙ୍କୁ…
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି। ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର। ଏମାନଙ୍କ ମଧ୍ୟରେ ୩ ଜଣ ନିର୍ବାହୀ ଯନ୍ତ୍ରୀ, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ!-->…