ପୁଣି ୭ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର : ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ | ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ, ସି.ଡି.ପି.ଓ. ସ୍ନିଗ୍ଧାରାଣୀ ମିଶ୍ର, କମାଣ୍ଡାଣ୍ଟ!-->…