କଂଗ୍ରେସର ବନ୍ଦ ଡାକରାକୁ ନେଇ ଏଭଳି ରାୟ ଶୁଣାଇଲେ ହାଇକୋର୍ଟ
କଟକ: ଓଡ଼ିଶା ବନ୍ଦ ପାଳନକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଏହାର ବିଚାର କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ହାଇକୋର୍ଟ କହିଛନ୍ତି, ବନ୍ଦ ବେଳେ ଦୋକାନ ବଜାର ବନ୍ଦ କରିବା ପାଇଁ କେହି ବାଧ୍ୟ କରିପାରିବେନି । ଅଖଚକ ବନ୍ଦ ପାଳନ ସମ୍ପୂର୍ଣ୍ଣ ବେଆଇନ । ସାଧାରଣ!-->…