ଜର୍ମାନୀରେ ପୁଣି ବଢ଼ିଲା ଲକଡାଉନ୍
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦେଖି ଜର୍ମାନୀରେ ବଢ଼ିଲା ଲକଡାଉନ୍ । ନୂଆ ସଂକ୍ରମଣ ମାମଲା ନିୟନ୍ତ୍ରଣ ବାହାରକୁ ଚାଲି ଯାଉଥିବା ଦେଖି ଆହୁରି ୪ ସପ୍ତାହ ପାଇଁ ଲକଡାଉନକୁ ବଢ଼ାଇ ଦିଆଯାଇଛି । ଫଳରେ ଆଗାମୀ ଏପ୍ରିଲ୍ ୧୮ ତାରିଖ ଯାଏ ସାରା ଦେଶରେ ଲକଡାଉନ ଘୋଷଣା କରିଛନ୍ତି ଚାନସେଲର ଆଂଜେଲା!-->…