ଆଜି ଓଡିଶାରେ ୬୮୦ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୧ ପ୍ରତିଶତ ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୬୮୦ କରୋନା ପଜିଟିଭ୍ ଚିହ୍ନଟ । ଆଜି ପଜିଟିଭ୍ ରେଟ୍ ରହିଛି ୧.୩୧ ପ୍ରତିଶତ । ଯାହାକି ଗତକାଲି ଥିଲା ୦.୭୭ ପ୍ରତିଶତ । ଗତ ୨୪ ଘଣ୍ଟାରେ ୫୧ ହଜାର ୭୪୫ ଟେଷ୍ଟିଂ ହୋଇଛି । ଯାହା ଗତକାଲିଠାରୁ ୩ ହଜାର ୪୮ କମ୍ । ଗତକାଲି ୫୪ହଜାର ୭୯୩!-->…