ରାଜ୍ୟରେ କମୁଛି କରୋନା ସଂକ୍ରମଣ
ଓଡିଶାରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କଟକରୁ ୪୯୫, ସୁନ୍ଦରଗଡ଼ରୁ!-->…