ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଟିକା
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବା ସମୟରେ ଦେଶରେ ଦିନକୁ ୪୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଆୟତ କରିବାକୁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ମୁତାବକ, ଏପ୍ରିଲ!-->!-->!-->…