କରୋନାର ଶେଷ ନୁହେଁ ଓମିକ୍ରନ ଆଗକୁ ଆହୁରି ଆସିପାରେ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏଥିସହିତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୈଷୟିକ ବିଭାଗ ମୁଖ୍ୟ ମାରିଆ ଭ୍ୟାନ୍ କ୍ରେକୋଭେ କହିଛନ୍ତି ଯେ, ଓମିକ୍ରନ!-->…