Odia News Portal
Browsing Tag

corona

ଆଜି ରାଜ୍ୟରେ ୪୫୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦,୭୯୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୧୮୦ ଜଣ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି । ଦିନକ ମଧ୍ୟରେ କରୋନାରୁ ୨୬,୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣ ହାର ୨.୧୦% ଏବଂ ସାପ୍ତାହିକ ସଂକ୍ରମଣ ହାର

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୪,୩୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କେବଳ କେରଳରୁ ୧୩,୮୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫ ମୃତ୍ୟୁବରଣ କରିଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୧,୦୬୧କୁ ବୃଦ୍ଧି ପାଇଛି। ଦିନକରେ ଆଉ

ରାଜ୍ୟରେ ପୁଣି ୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ତଥାପି ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୨ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବାବେଳେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା ଜିଲାରେ ଜଣେ

ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ତ ଆଉ କେତେବେଳେ ତଳକୁ ଖସୁଛି ।ଏହାରି ଭିତରେ ଶୁକ୍ରବାର ସଂଧ୍ୟାସୁଦ୍ଧା ମୋଟ ୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ ହାର । କିଛିଦିନ ହେବ ୫୦୦ ଉପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥିବାବେଳେ ଆଜି କିନ୍ତୁ ୫ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୪ ଜଣ

ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ। ଏହା ବ୍ୟତୀତ ମୌସୁମୀ ବର୍ଷା ମଧ୍ୟ ଜାରି ରହିବ । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୬,୦୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ କେରଳରୁ ୧୫,୯୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୩୬,୭୮,୭୮୬କୁ ବୃଦ୍ଧି ପାଇଛି। ଆଉ ୨୯,୬୨୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ