Odia News Portal
Browsing Tag

corona

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୫ଶହ ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮,

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୮,୩୨୬ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬୦ ଜଣଙ୍କର ମୃତ୍ୟୁ ହୋଇଛି ।

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ଓ କିଶୋର ରହିଛନ୍ତି। ରାଜ୍ୟର ଅନୁଗୁଳ

୩ଦିନ ପାଇଁ ସିଲ୍ ହେଲା ଭୁବନେଶ୍ୱର କୋର୍ଟ ପରିସର

ଭୁବନେଶ୍ୱର: ରାଜଧାନରେ ସଂକ୍ରମଣ ପୁଣି ଭୟଙ୍କର ରୂପ ନେଇ ଆତଙ୍କ ସୃଷ୍ଟି କରୁଛି। କିନ୍ତୁ ଲୋକେ ଚେତୁନାହାନ୍ତି । ବେପରୁଆ ଭାବେ ବୁଲୁଛନ୍ତି।କୋଭିଡ୍ ନିୟମ ମାନୁନାହାନ୍ତି । ବଜାରରେ ଭିଡ ଜମାଉଛନ୍ତି । ମାସ୍କ ପିନ୍ଧୁନାହାନ୍ତି, ସାମାଜିକ ଦୂରତା ରଖୁନାହାନ୍ତି । ଏଭଳି ସ୍ଥିତି ପୁଣି

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ଗୁରୁବାର ଦିନକ ମଧ୍ୟରେ ୩୧,୩୮୨ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦିନକରେ ୩୨,୫୪୨ ଜଣ କୋଭିଡରୁ ଆରୋଗ୍ୟଲାଭ କରିଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଅନ୍ୟପକ୍ଷରେ କୋଭିଡରୁ ଆରୋଗ୍ୟ ହାର

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା

ତୃତୀୟ ଲହରକୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କୁମଥିବା ବେଳେ ତୃତୀୟ ଲହରକୁ ନେଇ ସବୁଠି ଆରମ୍ଭ ହୋଇଛି ଚର୍ଚ୍ଚା । ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହର ଅଧିକ ମାରତ୍ମକ ହେବ । ଶିଶୁଙ୍କ ପ୍ରତି ଅଧିକ ଘାତକ ସାଜିବ ବୋଲି ମଧ୍ୟ କୁହାଯାଉଛି । ତେବେ ଏଭଳି ସ୍ଥଳେ ତୃତୀୟ ଲହରକୁ ନେଇ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୬୪୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୭୫ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ଓ କିଶୋର ୭୨ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ

ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।