Odia News Portal
Browsing Tag

corona

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ ମଙ୍ଗଳବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୨୬,୯୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ସେହି ସମୟ ମଧ୍ୟରେ ୩୪,୧୬୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୧.୬୯% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୮% ରହିଛି। ଏଥିସହିତ ଆରୋଗ୍ୟ ହାର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଆଜି ୫ଶହ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୬୮ ଓ ସ୍ଥାନୀୟ ସଂକ୍ରମିତ ୧୯୪ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍

ଆଜି ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ

ରାତି ପାହିଲେ ଆରମ୍ଭ ହେବ କ୍ରିକେଟର କ୍ରେଜ

ରାତି ପାହିଲେ ପୁଣି ଆରମ୍ଭ ହୋଇଯିବ ଫଟାଫଟ କ୍ରିକେଟର କ୍ରେଜ । ଅର୍ଥାକ କାଲିଠୁ ଆରମ୍ଭ ହେଉଛି ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । କରୋନା ଯୋଗୁଁ ବନ୍ଦ ରହିଥିବା ଅଧା ମ୍ୟାଚ କାଲିଠୁ ଆରମ୍ଭ ହେବ ।

ବାରରେ ଚାଲିଥିଲା ଯୁବପୀଢିଙ୍କ ରଙ୍ଗିନ ଡ୍ୟାନ୍ସ, ସିଲ୍ କଲା ବିଏମସି

କରୋନା ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏମ୍ବାସୀ ବାରକୁ ବିଏମସି ସହାୟତାରେ ସିଲ୍ କଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ବାରରେ ପ୍ରାୟ ୫ ଶହରୁ ଅଧିର ଯୁବକ ଯୁବତୀ ଥିବା ବେଳେ ଖବର ପାଇ ଅତର୍କିତ ଚଢ଼ାଉ କଲା ପୋଲିସ । କରୋନା କଟକଣାକୁ ଫୁ ରାତି

ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଗତ ୨୪ ଘଣ୍ଟାରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ଜାଣନ୍ତୁ ରାଜ୍ୟରେ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେବେ କମୁଛି ତ କେବେ ବଢ଼ୁଛି ତାହା ଜଣାପଡ଼ୁନାହିଁ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ସଂକ୍ରମିତ ୨୬୧ ରହିଛନ୍ତି। ଚିହ୍ନଟ ନୂଆ

ଆଜି ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: କମୁଛି କରୋନା ତଥାପି ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ

ଦେଶରେ ଦିନକରେ ୩୦, ୫୭୦ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୩୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କେବଳ କେରଳରୁ ଗୋଟିଏ ଦିନରେ ୧୭,୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୨୦୮ ଜଣ କରୋନା