Odia News Portal
Browsing Tag

corona

ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ…

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୮୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୧ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୪୬୭,ସ୍ଥାନୀୟ ୩୩୮ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୧,୫୫୮କୁ ବୃଦ୍ଧି ପାଇଛି। ୯,୯୬,୩୦୦ ସୁସ୍ଥ ହୋଇ ଘରକୁ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୮ ଜଣ ଶିଶୁ ଓ କିଶୋର କରୋନା

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୭ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ଆଜି ରାଜ୍ୟରେ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୁଧବାର ଦିନ ଯଥେଷ୍ଟ ହ୍ରାସପାଇଛି। ପୂର୍ବରୁ ଦୈନିକ ୬୦ ଉପରେ ରହୁଥିବା ମୃତ୍ୟୁସଂଖ୍ୟା ବୁଧବାର ଦିନ ୬କୁ ହ୍ରାସପାଇଛି। ଏହି ସମୟ ମଧ୍ୟରେ ଖୋର୍ଦ୍ଧା ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଯାଜପୁର ଓ କଟକ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୭୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୪୩୮ ଓ ସ୍ଥାନୀୟ ସଂକ୍ରମିତ ୩୧୬ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୮ ଜଣ ରହିଛନ୍ତି। ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୪୩, ବରଗଡ ୧, ଭଦ୍ରକ ୭, ବଲାଙ୍ଗିର ୪,

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍

ନୂଆଦିଲ୍ଲୀ : ଦେଶରେ ପୁଣି ବଢିଲା ଦୈନିକ ସଂକ୍ରମଣ।୨୪ ଘଣ୍ଟାରେ ଆଉ ୪୧,୯୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୧୦,୮୪୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା

ଆଜି ୫୩ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହସ୍ତଗତ ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ

ରାଜନୈତିକ ସ୍ତରରେ ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

କୋଟିଆ ମାମଲାକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି । ମାମଲାକୁ ରାଜନୈତିକ ଉପାୟରେ ସମାଧାନ କରିବାକୁ କୋର୍ଟ କହିଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ମାମଲାର ରାଜନୈତିକ ସମାଧାନ ହେବାର ଆବଶ୍ୟକତା ରହିଛି । ଏନେଇ କୋର୍ଟ ମୌଖିକ

କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ

ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ସୁରକ୍ଷା ବଳୟରେ ରହିବ ବିଦାନସଭା ଗୃହ । ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଡିଜିପି ଅଭୟ ମଙ୍ଗଳବାର ବିଧାନସଭା ବାହାର ଓ ଭିତରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କିରିଛନ୍ତି । ତେବେ ଚଳିତ ଥର ଅଧିବେଶନରେ