Odia News Portal
Browsing Tag

corona

ସେପ୍ଟେମ୍ବର ମାସ ଲାଗି ଆସିଲା କେନ୍ଦ୍ରର ଗାଇଡ୍ ଲାଇନ୍, ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଗତ କିଛି ଦିନ ହେବ ପୁଣି ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ।ଏହାରି ମଧ୍ୟରେ ସେପ୍ଟେମ୍ବର ୩୦ ତାରିଖ ପର୍ୟ୍ୟନ୍ତ କରୋନା କଟକଣାକୁ ବଢାଇଛନ୍ତି କେନ୍ଦ୍ର ସରକାର । ଏନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ମୁଖ୍ୟ ଶାସନ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଊର୍ଦ୍ଧ୍ବ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୭୫୯ ନୂଆ କରୋନା ମାମଲା ରୁଜୁ ହୋଇଛି। ଦିନକରେ ୫୦୯ ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ ୩୧

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ । ପ୍ରତିଦିନ ୬୦ ଉପରେ ରହୁଛି ମୃତ୍ୟୁ ସଂଖ୍ୟା । ତେବେ ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ,

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୪,୬୫୮ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନାରେ ୨ ଶିଶୁକନ୍ୟାଙ୍କ ମୃତ୍ୟୁ

ଭୁବନେଶ୍ୱର: ତୃତୀୟ ଲହର ଆସି ନଥିବା ବେଳେ ଶିଶୁଙ୍କ ଲାଗି ଆରମ୍ଭ ହୋଇଗଲାଣି ଭୟାବହତା । ଆଜି ରାଜ୍ୟରେ ୨ଜଣ ଶିଶୁଙ୍କ ଜୀବନ ଜୀବନ ନେଇଛି ମହାମାରୀ । ମୃତ ଶିଶୁଙ୍କ ମଧ୍ୟରେ ମଞୂରଭଞ୍ଜ ଜିଲ୍ଲାର ଜଣେ ୫ ମାସର କନ୍ୟା ସନ୍ତାନର ମୃତ୍ୟୁ ହୋଇଥିବା ବେଳେ ଝିଅଟିର ହୃଦରୋଗ ଆକ୍ରାନ୍ତ ଥିବା ସୂଚନା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି। ଗତକାଲି ରେକର୍ଡ ହୋଇଥିବା ସଂକ୍ରମଣ ସଂଖ୍ୟା ଠାରୁ ଆଜିର ସଂକ୍ରମଣ ସଂଖ୍ୟା ପ୍ରାୟ ୯ ହଜାର ଅଧିକ। କେନ୍ଦ୍ର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍ କେସ୍

ଆଜି ରାଜ୍ୟରେ ୬୬ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: କମୁଛି ଦୈନିକ ସଂକ୍ରମଣ । ହେଲେ କମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୨୮କୁ ବୃଦ୍ଧିପାଇଛି। ଗତ କିଛିଦିନ କରୋନା ମୃତ୍ୟୁରେ କଟକ

ସେପ୍ଟେମ୍ବର-ଅକ୍ଟୋବରରେ ତୃତୀୟ ଲହର

ଓଡ଼ିଶାରେ କରୋନାର ଥିକ୍ ଟେଲ୍ ପରିସ୍ଥିତି । ଭୁବନେଶ୍ବରରେ ବି ଆଗ ଅପେକ୍ଷା କିମିଛି ସଂକ୍ରମଣ । ସେପ୍ଟେମ୍ବର ଓ ଅକ୍ଟୋବରରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି ବୋଲି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ଏହି ସମୟରେ ପାର୍ବଣ ଋତୁ ଥିବାରୁ ଲୋକମାନେ ବାହାରକୁ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୦୭୨ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୫ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। ଏହା ହେଉଛି ଗତ ୧୬୦ ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ନୂତନ ସଂକ୍ରମିତଙ୍କ ସଂଖ୍ୟା ଠାରୁ ସର୍ବନିମ୍ନ। କେନ୍ଦ୍ର