ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଜଗତସିଂହପୁର ଜିଲାରେ ୧୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଢେଙ୍କାନାଳରେ ୯, ଖୋର୍ଦ୍ଧାରେ ୮ ଓ!-->…