Odia News Portal
Browsing Tag

corona

କରୋନା ନେଲା ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ

ଆସନ୍ତା ୧୬ ରୁ ନବମ ଶ୍ରେଣୀ ପାଠପଢା ଆରମ୍ଭ

ଆସନ୍ତା ୧୬ରୁ ନବମ ଶ୍ରେଣୀ ପାଠପଢା ଆରମ୍ଭ । ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଜାରି ହୋଇଥିବା ଗାଇଡଲାଇନ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା କଟକଣା ମଧ୍ୟରେ ପିଲାଙ୍କ ପାଠପଢା ଚାଲିବ । ସ୍କୁଲରେ ସାମାଜିକ ଦୂରତା, ମାସ୍କ ପରିଧାନକୁ ବାଧ୍ୟତାମୂଳକ

କଟକରେ ହେବ ଗଣେଷ ପୂଜା

ଭାଇଚାରାର ସହର କଟକରେ ହେବ ଗଣେଶ ପୂଜା । କରୋନା କାଳରେ କଟକରେ ଗଣେଶ ପୂଜାକୁ ମିଳିଛି ଅନୁମତି । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ । ତେବେ ମଣ୍ଡପରେ ଗଣେଶ ପୂଜା ହେଲେ ମଧ୍ୟ ଅଧିକ ଲୋକଙ୍କର ଯେପରି ସମାଗମ ନ ହେବ ସେଥିପ୍ରତି ଦୃଷ୍ଟି ଦିଆଯିବ । ଖୁବ୍ କମ ଲୋକରେ ଗଣେଶ ପୂଜା ପାଇଁ

କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଆଜି ବସିବ ବୈଠକ

ରାଜ୍ୟରେ କଲେଜ ଓ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକ ଖୋଲିବା ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏଥିରେ ଶିକ୍ଷାନୁଷ୍ଠାନ କେବେଠୁ ଓ କେମିତି ଖୋଲିବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସେହିପରି ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନ ଖୋଲିବା

ଚଳିତ ମାସରେ ଆସିପାରେ ତୃତୀୟ ଲହର

ଚଳିତ ମାସ ଆସିପାରେ କରୋନାର ତୃତୀୟ ଲହର । ଦେଶରେ କରୋନାର ତୃତୀୟ ଲହର ଅବସମ୍ଭାବୀ ବୋଲି ବିଶେଷଜ୍ଞମାନେ ମତ ରଖୁଥିବା ବେଳେ, ଏହା କେବେ ଆସିବ ତାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଆସୁଛି । ହେଲେ ଦେଶରେ ଦ୍ୱିତୀୟ ଲହରର ପ୍ରଭାବକୁ ନେଇ ସଠିକ୍ ଆକଳନ କରିଥିବା ଆଇଆଇଟି ଗାଣିତିକ ମଡେଲ,

ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ

ଜାପାନରେ ବଢୁଛି କରୋନା ସଂକ୍ରମଣ

ଜାପାନରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ହଠାତ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଜରୁରୀ ପରିସ୍ଥିତି ଘୋଷଣା କରିଛନ୍ତି ସରକାର । ଟୋକିଓ, ସୈତାମା, ଚିବା, କାନାଗାମା, ଓସାକା ଏବଂ ଓକିନାୱାରାରେ ଜରୁରୀ ପରିସ୍ଥିତି ଘୋଷଣା ହୋଇଛି । ଟୋକିଓରେ ଅଲମ୍ପିକ୍

ବଢୁଛି ତୃତୀୟ ଲହରର ଆଶା

ଆସୁଛି କି ତୃତୀୟ ଲହର । ପୁଣି ସତର୍କ କରାଇଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର । ଗତ କିଛି ଦିନ ହେଲା ସଂକ୍ରମଣ ଅପେକ୍ଷା ସୁସ୍ଥ ରୋଗୀଙ୍କ ସଂଖ୍ୟା କମିବା ଚିନ୍ତା ଜନକ ବିଷୟ । ସେହିପରି କେରଳ , କର୍ଣ୍ଣାଟକ ଭଳି ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିଲାଣି । ଏହା ରାଜ୍ୟ

ଗାଇଡଲାଇନରେ ଯାତ୍ରାକୁ ଅନୁମତି ଦେଲେ ସରକାର

ଅଗଷ୍ଟ ମାସ ପାଇଁ କଟକଣା କୋହଳ କରିଛନ୍ତି ସରକାର  । ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଅନଲକ ପ୍ରକ୍ରିୟା  । ଏଥର ଗାଇଡଲାଇନରେ ଯାତ୍ରା ପାଇଁ ଅନୁମତି ମିଳିଛି  । ପୁଣି ଯାତ୍ରା ପେଣ୍ଡାଲରେ ଜଳିବ ଆଲୁଅ  । କଳାକାରମାନେ ମେକଅପ୍ ନେଇ ପୁଣି ଯାତ୍ରା ପରିବେଷଣ କରିବେ  । କଟକଣା ମଧ୍ୟରେ

ଚକାଡୋଳାକୁ ଦେଖିପାରିବେ ଭକ୍ତ

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ଖୋଲିବାର ରସ୍ତା ଖୋଲିଯାଇଛି । ରାଜ୍ୟ ସରକାର ଅଗଷ୍ଟ ମାସ କୋଭିଡ୍‌ ମାର୍ଗଦର୍ଶିକାରେ ଏଭଳି ସୂଚନା ଦେଇଛନ୍ତି । ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବା ନଖୋଲିବା ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନର ନିଷ୍ପତ୍ତି ଉପରେ ଛାଡ଼ି ଦେଇଛନ୍ତି ରାଜ୍ୟ ସରକାର ।