ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୬୫୪ କରୋନାଭାଇରସ୍ଜନିତ ନୂତନ!-->…