Odia News Portal
Browsing Tag

corona

ଆଜି ଦେଶରେ ୫୧୮ ମୁଣ୍ଡ ନେଲା ମହାମାରୀ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ପୁଣି ୪୦ ହଜାର ଅତିକ୍ରମ କରୁଛି। ଦେଶରେ ଦିନକରେ ଆଉ ୪୧,୧୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ..

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୨୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ଆକ୍ରାନ୍ତ ଥିବା

କମୁନି କରୋନା ତାଣ୍ଡବ, ଆଜି ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୫୦୫୮ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୩।

ଆଜି ଦେଶରେ ୪୦ ହଜାର ତଳେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକରେ ୫୬୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଦିନକରେ ଦେଶରେ ୪୨,୧୨,୫୫୭ ପାନ ଟିକା ଦିଆଯାଇଛି। ଏଥିସହିତ ଗତକାଲି ସଂଧ୍ୟା ସୁଦ୍ଧା ମୋଟ ୩୯,୯୬,୯୫,୮୭୯ ପାନ ଟିକା

ରାଜ୍ୟରେ ଆଉ ୬୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। କଟକ, ଖୋର୍ଦ୍ଧା, ବାଲେଶ୍ୱର ଭଳି କିଛି ଜିଲାରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉନଥିବାବେଳେ ଦିନକୁ ଦିନ ମୃତ୍ୟୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୨୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୨୪ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯, ବାଲେଶ୍ୱର ୧୬୧, ବରଗଡ ୧୫, ଭଦ୍ରକ ୭୬, ବଲାଙ୍ଗିରରୁ ୪ ଜଣ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୬ ଜଣ

ପଢ଼ନ୍ତୁ ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଗୋଟିଏ ଦିନରେ ୪୦,୦୨୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୩,୦୧,୮୩,୮୭୬ ଜଣ ଆରୋଗ୍ୟଲାଭ କରିସାରିଛନ୍ତି। ଦେଶରେ ଆରୋଗ୍ୟ ହାର ୯୭.୨୮% ରହିଛି। ଦେଶରେ ସକ୍ରିୟ

ରାଜ୍ୟରେ ଆଜି ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ରହିଛନ୍ତି। ସେହିଭଳି ବରଗଡରୁ ୧୦ ଜଣଙ୍କର ଜୀବନ ଯାଇଛି। ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ

ଜାଣନ୍ତୁ ପନ୍ଥଙ୍କୁ କରୋନା ହେଲା କାହିଁକି

ନୂଆଦିଲ୍ଲୀ: ଜୁନ୍ ୨୩ରେ ବିଶ୍ୱ ଟେଷ୍ଟ ଚମ୍ପିଆନସିପ୍ ଫାଇନାଲରେ ପରାଜୟ ପରେ ସମସ୍ତ ଭାରତୀୟ ଖେଳାଳିଙ୍କୁ ୩ ସପ୍ତାହର ଛୁଟ ିମିଳିଥିଲା । ଏହି ସୟରେ ଖେଳାଳିମାନେ ସେମାନଙ୍କ ପରିବାର ସହିତ ଇଂଲଣ୍ଡର ବିଭିନ ୍ନସହରରେ ବୁଲୁଥିବାର ଦେଖିବାକୁ ମିଳିଥିଲା । ଋଷଭ ପନ୍ତ ମଧ୍ୟ ଏହିସମୟରେ ୟୁରୋକପ୍