Odia News Portal
Browsing Tag

corona

କରୋନାର ଚତୁର୍ଥ ଲହରରେ ପାକିସ୍ତାନରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଲାହୋର: କରୋନା କାୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ହେଉଛି । ତେବେ ଭାରତରେ ଦ୍ୱିତୀୟ ଲହର ଚାଲିଥିବା ବେଳେ ପାକିସ୍ତାନରେ ଆରମ୍ଭ ହୋଇଛି ଚତୁର୍ଥ ଲହର । ତେବେ ଏଠାରେ ଚତୁର୍ଥ ଲହରରେ ଅଧିକାଂଶ ଲୋକଙ୍କ ମୃତ୍ୟୁ ହେଉଛି । ମୃତ୍ୟୁକୁ ଦେଖି ଲୋକେ ଭୟଭୀତ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କୋଭିଡ୍ର ଦ୍ୱିତୀୟ ଲହର ଏବେ ମଧ୍ୟ ବଳବତ୍ତର ରହିଛି ଏବଂ ଏଥିପ୍ରତି ସତର୍କ ରହିବାକୁ ପଡିବ ବୋଲି ନିତି ଆୟୋଗ ସଦସ୍ୟ ତଥା କୋଭିଡ୍ ଟାସ୍କ୍ ଫୋର୍ସ ମୁଖ୍ୟ ଡ. ଭି.କେ.ପଲ୍ ଚେତାବନୀ ଦେଇଛନ୍ତି । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ

ବଢ଼ୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୬୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ଦେଖିବାକୁ ମିଳୁଛି । ରାଜ୍ୟରେ ଗତକାଲି ଦିନକରେ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୧୪ ଜଣ ପ୍ରାଣ ହରାଇଥିବା ବେଳେ

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୩୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୩୪୨ ଏବଂ ସ୍ଥାନୀୟ ସଂକ୍ରମିତ ୯୯୨ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୪, ବାଲେଶ୍ୱର ୧୬୪, ବରଗଡ ୧୭, ଭଦ୍ରକ

କମୁନି କରୋନା କାୟା, ଦିନକରେ ୫୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦିନକରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରେ

ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେଓଙ୍କୁ କରୋନା

ଭୁବନେଶ୍ୱର: ବାଲେଶ୍ୱରର ପୂର୍ବତନ ବିଧାୟକ ତଥା ବରିଷ୍ଠ ଶ୍ରମିକ ନେତା ଅରୁଣ ଦେଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥିତ ଆମ୍ରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ୨/୩ ଦିନ ହେଲା ସେ ଥଣ୍ଡାଜ୍ବରରେ ଆକ୍ରାନ୍ତ ଥିଲେ। ଆଜି ସକାଳେ ହଠାତ୍ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି, କିନ୍ତୁ ମୃତ୍ୟୁ ସଂଖ୍ୟା ହ୍ରାସ ପାଉନଥିବା ଜଣାପଡିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୩୯୩ ନୂତନ କରୋନା ମାମଲା ଆସିଥିଲା ଏବଂ ୯୧୧ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି।

ରାଜ୍ୟରେ ୬୦ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍ । ୫୦ ଉପରେ କିଛଦିନ ଧରି ମୃତ୍ୟୁ ସଂଖ୍ୟା ରହିଥିବା ବେଳେ ଏବେ ୬୦ ଟପିଛି ମୃତ୍ୟୁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ ଜଣ ରହିଥିବା

କରୋନାକୁ ହରାଇଲେ ୯୭ ବର୍ଷୀୟା ବୃଦ୍ଧା

ଭୁବନେଶ୍ୱର: ଉପଯୁକ୍ତ ଚିକିତ୍ସା, ସେବା ଓ ଯତ୍ନ ମିଳିଲେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନା ମହାମାରୀକୁ ଅନାୟସରେ ପରାସ୍ତ କରିପାରିବେ ତାହା ପୁଣି ଥରେ ପ୍ରମାଣିତ ହୋଇଛି ଜଣେ ୯୭ ବର୍ଷୀୟା ବୃଦ୍ଧାଙ୍କ କ୍ଷେତ୍ରରେ । ସମ୍ କୋଭିଡ ହସ୍ପିଟାଲ୍‌ରୁ ପୁଣି ଜଣେ ବୟୋଜ୍ୟେଷ୍ଠ।। ସୁସ୍ଥ ହୋଇ ଘରକୁ