ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାର୍କନ କରୋନା ଆକ୍ରାନ୍ତ
କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାର୍କନ। ଆଜି ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଫ୍ରାନ୍ସର ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆ ଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବାରୁ ଆସନ୍ତା ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ସେଲଫ ଆଇସୋଲେସନରେ ରହିବେ!-->…