ଆଉ ଜଣଙ୍କ ଜୀବନ ନେଲା ମହାମାରୀ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।!-->…