ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ!-->…