ରାଜ୍ୟରେ ମହାମାରୀ ନେଲା ସର୍ବାଧିକ ୨୭ ଜୀବନ
ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା ତା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ।ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ୨୪ ଘଣ୍ଟାରେ ୨୭!-->…