କୋଭିଡ୍ ନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ବୈଠକ, ଜାରି ହୋଇପାରେ ନୂଆ ଗାଇଡ ଲାଇନ୍
ଭାରତରେ କରୋନାର ସମ୍ଭାବ୍ୟ ନୂଆ ଲହର ବିପଦ ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଆଜି ରାଜ୍ୟ ତଥା କେନ୍ଦ୍ର ଅଞ୍ଚଳର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କରୋନାର ନୂଆ ଭାରିଆଣ୍ଟର ମୁକାବିଲା ପାଇଁ ଏକ ନୂଆ ଯୋଜନା ପ୍ରସ୍ତୁତ!-->…