କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଅହମଦନଗରରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛିି। ଏଠାରେ ଥିବା ସଭିଲ ହସ୍ପିଟାଲରେ ନିଆଁ ଲାଗିବା ହେତୁ ୧୦ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଯାଇଛି। ଅହମଦନଗରର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ନିଆଁ ସିଭିଲ ହସ୍ପିଟାଲର!-->…