ସଂକ୍ରମଣ ଭିତରେ ଖୁସି ଖବର: କରୋନାକୁ ମାତ୍ ଦେବ ‘୨-ଡିଜି’
ନୂଆଦିଲ୍ଲୀ: ଦେଶରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଆସିଛି ଆଉ ଏକ ଖୁସି ଖବର। ସୋମବାର ବଜାରକୁ ଆସିଛି ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧ -୨ଡିଜି। ଡିଆରଡିଓ ପକ୍ଷରୁ ବିକଶିତ ସ୍ୱଦେଶୀ କରୋନା ଔଷଧ ‘୨-ଡିଜି’ର ଶୁଭାରମ୍ଭ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।!-->…