ଟିକାକରଣର ପୂର୍ବରୁ ରାଜ୍ୟକୁ ଆସିବ ଭ୍ୟାକ୍ସିନ
ଭୁବନେଶ୍ୱର: ଟିକାକରଣର ଦୁଇ ତିନି ଦିନ ପୂର୍ବରୁ ରାଜ୍ୟକୁ ପହଞ୍ଚିପାରେ ଟିକା । ଆସନ୍ତା ୧୬ ତାରିଖରେ ଦେଶରେ ଟିକାକରଣ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ଏହା ପୂର୍ବରୁ ରାଜ୍ୟରେ ଟିକା ପହଞ୍ଚିପାରେ ବୋଲି କୁହାଯାଉଛି । ଓଡ଼ିଶାର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁ!-->…