Odia News Portal
Browsing Tag

covid vaccine dry run in odisha

ପୁଣେରୁ ଆସିବ କୋଭିଡ ଭ୍ୟାକସିନ

ପୁଣେ: ପୁଣେରୁ ଆସିବ କୋଭିଡ ଭ୍ୟାକସିନ । ସେରମ ଇନଷ୍ଟିଚ୍ୟୁଟରେ ବିତରିତ ହେବାକୁ ଥିବା ୫ କୋଟି ଟିକାର ଡୋଜ ପ୍ରସ୍ତୁତ ରହିଛି । ସେହିପରି ଟିକା ପହଞ୍ଚାଇବା ପାଇଁ ପୁଣେ ଏୟାରପୋର୍ଟରେ ପ୍ରସ୍ତୁତ ହୋଇରହିଛି କାର୍ଗୋ ବିମାନ । ତେଣୁ ଦିନେ ଦୁଇ ଦିନ ଭିତରେ ଦେଶର ବିଭିନ୍ନ ଅଞ୍ଚଳରେ ଟିକା

ରାଜ୍ୟରେ ଆଉ ୨୪୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ରାଜ୍ୟରେ ଟିକାକରଣ ଡ୍ରାଏ ରନ୍

ଭୁବନେଶ୍ୱର : ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ଟିକାକରଣ । ତେବେ ତା ପୂର୍ବରୁ ଦେଶର ସବୁ ଜିଲ୍ଲାରେ ଆଜି ପୁଣିଥରେ ଡ୍ରାଏ ରନ ହେବ । ଟିକାକୁ ନେଇ ଗୁଜବ ଉପରେ ବିଶ୍ୱାସ ନକରିବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । ଆଜି ରାଜ୍ୟର ପ୍ରତି ଜିଲ୍ଲାର ୩ଟି ସ୍ଥାନରେ ହେବାକୁ

ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ ଟିକା

ଭୁବନେଶ୍ୱର: ଆସନ୍ତା ୧୦ ଦିନ ଭିତରେ ରାଜ୍ୟରେ ପହଞ୍ଚିବ ଟିକା । ଏହି ସୂଚନା ଦେଇଛନ୍ତି ଡିଏମଇଟି ନିର୍ଦେଶକ ସିବିକେ ମହାନ୍ତି । ଆଗାମୀ ୧୦ ଦିନ ଭିତରେ ଟିକା ପହଞ୍ଚିବ କ୍ଷଣି ଦିନେ ଦୁଇ ଦିନ ଭିତରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ । ସେଇଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା

ଟିକାକରଣ ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର : ଟିକା ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି । ଏହି ମାସ ସୁଦ୍ଧା ଓଡିଶାରେ କରୋନା ଟିକା ପହଁଚିବା ନେଇ ଆଶା କରାଯାଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶ ଡାକ୍ତର ବିଜୟ ପାଣିଗ୍ରାହୀ । ଟିକାକରଣ ପାଇଁ ୨୯ ହଜାର ସେସନ ସାଇଟ ଅଛି । ହେଲେ ପ୍ରଥମ

ଦେଶରେ କରୋନା ଟିକାର ଡ୍ରାଏ ରନ୍

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ଏହି ଡ୍ରାଏ ରନ୍ ହେବ । ପୂର୍ବରୁ ଦେଶର ୪ଟି ରାଜ୍ୟରେ ଟିକାର ଏହି ମକ୍ ଡ୍ରିଲ୍ ସଫଳ ହୋଇଥିବାବେଳେ ଆଜି ସାରା ଦେଶରେ ଡ୍ରାଏ ରନ୍ ହେବ । ଏଥିପାଇଁ ସମସ୍ତ

ରାଜ୍ୟରେ ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର: ଆସନ୍ତା କାଲିଠାରୁ ଆରମ୍ଭ ହେବ ରାଜ୍ୟରେ କରୋନା ଟିକାକରଣର ଡ୍ରାଏ ରନ୍ | ରେଜିଷ୍ଟ୍ରେସନ ଲିଙ୍କ ଆସିବା ପରେ ସବୁ ଜିଲ୍ଲାରେ ଡ୍ରାଏ ରନ୍ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି । ଟିକାକରଣ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସ୍ୱାସ୍ଥ୍ୟ ବିଭାଗ