୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଚିଠି
ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏସିଏସ ପିକେ ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି । ଚିଠିରେ ତୁରନ୍ତ ରାଜ୍ୟ ସରକାରଙ୍କୁ ୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଅନୁରୋଧ କରିଛନ୍ତି । ଆଗକୁ ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ କମ!-->…