ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ ଟିକା
ଭୁବନେଶ୍ୱର: ଆସନ୍ତା ୧୦ ଦିନ ଭିତରେ ରାଜ୍ୟରେ ପହଞ୍ଚିବ ଟିକା । ଏହି ସୂଚନା ଦେଇଛନ୍ତି ଡିଏମଇଟି ନିର୍ଦେଶକ ସିବିକେ ମହାନ୍ତି । ଆଗାମୀ ୧୦ ଦିନ ଭିତରେ ଟିକା ପହଞ୍ଚିବ କ୍ଷଣି ଦିନେ ଦୁଇ ଦିନ ଭିତରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ । ସେଇଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା!-->…