ଦୀପାବଳିରେ ଫୁଟିବନି ବାଣ
ଦୀପାବଳିରେ ବାଣ ଫୁଟାଇବା ଉପରେ ଲାଗିପାରେ ସଂପୂର୍ଣ୍ଣ କଟକଣା । ଏନେଇ ସଂକେତ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ବାଣ ଫୁଟିଲେ ଫୁସଫୁସକୁ ପ୍ରଭାବିତ କରିବ । ଏହା ସହ ବିଜୟ ମହାପାତ୍ର କହିଛନ୍ତି, ଆମେ ଏବେ ଏଣ୍ଡାମିକ୍ ସ୍ଥିତିରେ ରହିଛୁ ।!-->…