ଆଉ ୧୦ ମୁଣ୍ଡ ନେଲା କରୋନା, ଜାଣନ୍ତୁ ମୃତକଙ୍କ ତଥ୍ୟ
ଭୁବନେଶ୍ବର() ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ୧୨୦୩ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ୧୦ ଜଣ କରୋନା ଆକ୍ରାନ୍ତଦେହାନ୍ତ ହୋଇଛି।। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…