Odia News Portal
Browsing Tag

cricket

ଦ୍ରାବିଡ଼ଙ୍କୁ ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ ଦଳର ପୂର୍ବତନ କ୍ରିକେଟର ତଥା ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ମିଳିଛି ଗୁରୁ ଦାୟିତ୍ୱ । ଆସନ୍ତା ମାସରେ ଶ୍ରୀଲଙ୍କା ଗସ୍ତରେ ଯିବାକୁ ଥିବା ଟିମ୍ ଇଣ୍ଡିଆର କୋଚ ଭାବେ କାର୍ଯ୍ୟ କରିବେ ରାହୁଲ ଦ୍ରାବିଡ଼ । ଏନେଇ ସ୍ପଷ୍ଠ କରିଛନ୍ତି ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ।

ଟେଷ୍ଟ ଚାମ୍ପିୟନସିପ୍ ଜିତିଲେ ଭାରତକୁ ମିଳିବ ଏତିକି ଟଙ୍କା

ସାଉଥମ୍ପଟନ୍‌: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଟେଷ୍ଟ ଚାମ୍ପିୟନସିପ । ଫାଇନାଲରେ ପ୍ରବେଶ କରିଥିବା ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଇଂଲଣ୍ଡରେ ଅନୁଷ୍ଠିତ ହେବାକୁ ଯାଉଛି ଏହି ଟୁର୍ଣ୍ଣାମେଣ୍ଟ । ଆଇସିସି ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ଯେଉଁ ଦଳ ଟାଇଟଲ ହାସଲ କରିବ

ଅଭ୍ୟାସ ମ୍ୟାଚରେ ଚମକିଲେ ଭାରତୀୟ ଖେଳାଳୀ, ପଢ଼ନ୍ତୁ କିଏ କେତେ ରନ କଲେ

ସାଉଥମ୍ପନ୍‌: ଆସନ୍ତା ୧୮ ତାରିଖରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସସିପ ଖେଳିବାକୁ ଯାଉଛି । ଏହା ପୂର୍ବରୁ ଦଳ ଏକ ଇଣ୍ଟର ପ୍ରାକ୍ଟିସ ମ୍ୟାଚ ଖେଳିଛି । ତେବେ ଏହି ଅଭ୍ୟାସରେ ଖେଳାଳୀମାନେ ଦମଦାର ଖେଳ ପ୍ରଦର୍ଶନ କରିଛନ୍ତି । ଯୁବ ୱିକେଟ କିପର ବ୍ୟାଟ୍ସମ୍ୟାନ ଋଷଭ

ଜାଡେଜାଙ୍କୁ ପ୍ରଂଶସା କଲେ ୱାର୍ଣ୍ଣର

ନୂଆଦିଲ୍ଲୀ: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ପ୍ରଂଶସା କରିଛନ୍ତି ଅଷ୍ଟ୍ରେଲିୟ ଧୁଆଁଧାର ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର । ନିକଟରେ ଇଂଲଣ୍ଡରେ ଆୟୋଜନ ହେବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନସିପରେ ଭାରତର ସାମ୍ଭବ୍ୟ ୧୧ ଜଣିଆ ଦଳରେ ଜାଡେଜାଙ୍କୁ ସାମିଲ କରିବାକୁ କହିଛନ୍ତି

ଶ୍ରୀଲଙ୍କା ଗସ୍ତ ଲାଗି ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ: ତିନୋଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ ଖେଳିବା ଲାଗି ଶ୍ରୀଲଙ୍କା ଗସ୍ତରେ ଯିବ ଟିମ୍ ଇଣ୍ଡିଆ । ଏଥିଲାଗି ଆଜି ଘୋଷଣା ହୋଇଛି ଦଳ । ଶିଖର ଧାୱନଙ୍କୁ ଦଳର ଅଧିନାୟକ ଘୋଷଣା କରାଯାଇଥିବା ବେଳେ ଭୁବନେଶ୍ୱର କୁମାର ହୋଇଛନ୍ତି ଉପଅଧିନାୟକ । ଆଇପିଏଲ ୧୪ରେ ଭଲ ପ୍ରଦର୍ଶନ କରିଥିବା

ଏହି ଖେଳାଳୀଙ୍କ ସ୍ଥାନରେ ଖେଳିପାନ୍ତି ସିରାଜ

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଖେଳିବା ଲାଗି ଇଂଲଣ୍ଡ ଗସ୍ତରେ ଅଛି ଟିମ୍ ଇଣ୍ଡିଆ । ତେବେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖୋଳଯିବାକୁ ଥିବା ମ୍ୟାଚରେ ସାମ୍ଭବ୍ୟ ୧୧ଜଣିଆ ଦଳରେ କାହାକୁ ସ୍ଥାନ ମିଳିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଇଂଲଣ୍ଡରେ ଏବେ ଥଣ୍ଡା ପଡୁଥିବାରୁ ପେସରଙ୍କୁ

ଶ୍ରୀଲଙ୍କାରେ କମାଲ କରିବ ଧାୱନ-ଦ୍ରାବିଡ ଯୋଡ଼ି

ନୂଆଦିଲ୍ଲୀ: ଶ୍ରୀଲଙ୍କା ଗସ୍ତରେ ଯିବ ଟିମ୍ ଇଣ୍ଡିଆ । ୩ ବର୍ଷ ପରେ ଶ୍ରୀଲଙ୍କା ସହ ମ୍ୟାଚ ଖେଳିବ ଭାରତ । ତିନୋଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ ଖେଳାଯିବ । ଜୁଲାଇ ୧୩ରେ ଆରମ୍ଭ ହେବାକୁ ଥିବା ଏହି ସିରିଜ ୨୫ରେ ଶେଷ ହେବ । ତେବେ ଏହି ଗସ୍ତରେ ବିରାଟ ଓ ରୋହିତ ଯିବେ ନାହିଁ । ସେମାନେ

ଶ୍ରୀଲଙ୍କାରେ ହୋଇପାରେ ଟି-୨୦ ବିଶ୍ୱକପ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଆୟୋଜନକୁ ନେଇ ବଢ଼ୁଛି ସସପେନ୍ସ । ଆୟୋଜନ କରିବା ଲାଗି ବିଭିନ୍ନ ଦେଶ ମଧ୍ୟରେ ଲାଗିଛି ପ୍ରତିଯୋଗିତା । ସେପଟେ ଏହି ରେସରେ ଆଜି ସାମିଲ ହୋଇଛି ଶ୍ରୀଲଙ୍କା କ୍ରିକେଟ ବୋର୍ଡ । ବିଶ୍ୱକପ ଆୟୋଜନ କରିବା ଲାଗି ବିସିସିଆଇ ସହ କଥା ହେଉଛି ଏସଏଲସି ବୋର୍ଡ । ସୂଚନା

ଆଜିଠୁ ଅଭ୍ୟାସ କରିବ ବିରାଟ ବାହିନୀ

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଲାଗି ଇଂଲଣ୍ଡ ଗସ୍ତରେ ଯାଇଥିବା ଟିମ ଇଣ୍ଡିଆ ଆଜିଠାରୁ ଅଭ୍ୟାଭ ଆରମ୍ଭ କରିବ । ଜୁନ୍ ୧୮ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ମ୍ୟାଚ ଖେଳିବ ବିରାଟ ବାହିନୀ । ଗୁରୁବାର ସାଉଥାମ୍ପଟନ୍ରେ ପହଞ୍ଚିଥିବା ବିରାଟ କୋହଲିଙ୍କ ଦଳ ୩ ଦିନିଆ ସଙ୍ଗରୋଧ ପରେ ଏବେ

ଆସନ୍ତା ଅକ୍ଟୋବର କିମ୍ବା ନଭେମ୍ବରରେ ହେବ ଟ୍ବେଣ୍ଟି୨୦ ବିଶ୍ବକପ

ନୂଆଦିଲ୍ଲୀ: ଟ୍ବେଣ୍ଟି୨୦ ବିଶ୍ବକପ ଆସନ୍ତା ଅକ୍ଟୋବର-ନଭେମ୍ବରରେ ଭାରତରେ ଆୟୋଜନ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଭାରତରେ କରୋନା ମହାମାରୀ ଭୟଙ୍କର ସ୍ଥିତିରେ ରହିଥିବାରୁ ଟୁର୍ଣ୍ଣାମେଣ୍ଟ ଅକ୍ଟୋବର-ନଭେମ୍ବରରେ ଆୟୋଜନ କରିବା ଅସମ୍ଭବ ହୋଇପଡ଼ିଛି। ଏଥିପାଇଁ ଆଇସିସି ଭାରତ ବଦଳରେ