ସନ୍ ହସ୍ପିଟାଲ’ରେ ଭୟଙ୍କର ନିଆଁ
କଟକ: ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । କଟକ କନିକା ଛକ ନିକଟରେ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ପ୍ରୟାସ ସଫଳ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ!-->…