ସିଏମସିକୁ ୧୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା!-->…