କଟକ ବଡ ମେଡିକାଲରୁ ୧୫ ଲକ୍ଷ ଟଙ୍କାର ଭେଣ୍ଟିଲେଟର ଚୋରି
କଟକ ବଡ଼ ଡାକ୍ତରଖାନା କୋଭିଡ ଆଉଟଡୋରରୁ ୧୫ଲକ୍ଷ ଟଙ୍କା ମୂଲ୍ୟର ଏକ ଭେଣ୍ଟିଲେଟର ମେସିନ ଚୋରି ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମରାମତି ବାହାନା କରି ଏକ ଆଉଟସୋର୍ସିଂ ସଂସ୍ଥାର ତିନି ଜଣ କର୍ମଚାରୀ ମିଳିତ ଭାବେ ଏହି ମେସିନକୁ ଚୋରି କରି ନେଇ ଡଷ୍ଟବିନରେ ରଖିବା ଓ ପରେ କେହି ନ ଥିବାର!-->…