ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଅସାନି
ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଅସାନି । ଭୀଷଣ ବାତ୍ୟା ‘ଅସାନି’ ସମୁଦ୍ର ମଧ୍ୟରେ ସବୁଠାରୁ ତୀବ୍ର ସ୍ତର ଅତିକ୍ରମ କରିସାରିଛି। ଏହା ଏବେ ଧିରେ ଧିରେ ଦୁର୍ବଳ ହେବ । ଏନେଇ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ଆଜି ସନ୍ଧ୍ୟାରେ ‘ଅସାନି’ ଆନ୍ଧ୍ର!-->…