Odia News Portal
Browsing Tag

Cyclone Tauktae reaches the Indian coas

ମାଡ଼ିଆସୁଛି ତୌକତ: ୧୭ରେ ଛୁଇଁବ ଗୁଜୁରାଟ ଉପକୂଳ

ଗୁଜୁରାଟ: ଗୁଜୁରାଟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୟଙ୍କର ରୂପ ଧାରଣ କରିବ ସାମୁଦ୍ରିକ ଝଡ ତୌକତ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ଝଡ ଗୁଜୁରାଟ ଉପକୂଳରେ ମେ ୧୭ ତାରିଖ ସନ୍ଧ୍ୟା ସୁଦ୍ଧା ପହଞ୍ଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସାମୁଦ୍ରିକ ଝଡ ତୌକାତ ମେ ୧୮

ଆସୁଛି ୨୦୨୧ର ପ୍ରଥମ ବାତ୍ୟା

ନୂଆଦିଲ୍ଲୀ ୨୦୨୧ର ପ୍ରଥମ ବାତ୍ୟା ଆରବ ସାଗରରେ ସୃଷ୍ଟି ହେବା ନେଇ ଅ ।କଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୧୬ ତାରିଖରେ ଅ ।ରବ ସାଗରେ ବାତ୍ୟା ସୃଷ୍ଟି ହେବ । ୧୪ ସକାଳ ସୁଦ୍ଧା ଲଘୁ·ପରେ ପରିଣତ ହୋଇ ବାତ୍ୟା ରୂପ ନେଇପାରେ ଏବଂ ମେ ୧୬ ତାରିଖ ସୁଦ୍ଧା ବାତ୍ୟାରେ ରୂପାନ୍ତରିତ