୨୨ରେ ବାତ୍ୟା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଓଡିଶା ଉପକୂଳ ଠାରୁ ୨୦୦ କିଲୋମିଟର ଦୂରରେ ଏହା ବାଙ୍ଗଲାଦେଶ ଆଡକୁ ମୁହାଁଇବ । ଆସନ୍ତା ୨୨ ତାରିଖରେ ଏହା ବାତ୍ୟାର ରୂପ ନେବ । ୨୩ ତାରିଖ ପୂର୍ବାହ୍ନରେ ବାଙ୍ଗଲାଦେଶରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ଓଡିଶା ଉପରେ ଏହାର କୌଣସି!-->…