ନିୟମିତ ହେବ ଠିକା ଡାଟାଏଣ୍ଟ୍ରି ଅପରେଟର
ରାଜ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର। ଠିକା ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ କାର୍ଯ୍ୟରତ ଅଛନ୍ତି ଡାଟାଏଣ୍ଟ୍ରି ଅପରେଟର।
ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି!-->!-->!-->…