Odia News Portal
Browsing Tag

death update

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର:ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ପୁଣି ୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ତଥାପି ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୨ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବାବେଳେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା ଜିଲାରେ ଜଣେ

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ତେବେ ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି ।

ରାଜ୍ୟରେ ଆଜି କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ

ଭୁବନେଶ୍ୱର:ଭାଙ୍ଗୁଛି କରୋନା ଚେନ୍ । ଦୈନିକ ସଂକ୍ରମଣ କମିବା ସହ ମୃତ୍ୟୁହାର ମଧ୍ୟ ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେଉଛି । ରାଜ୍ୟରେ ରବିବାର ଦିନକ ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି।

ଆଜି ରାଜ୍ୟରେ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୁଧବାର ଦିନ ଯଥେଷ୍ଟ ହ୍ରାସପାଇଛି। ପୂର୍ବରୁ ଦୈନିକ ୬୦ ଉପରେ ରହୁଥିବା ମୃତ୍ୟୁସଂଖ୍ୟା ବୁଧବାର ଦିନ ୬କୁ ହ୍ରାସପାଇଛି। ଏହି ସମୟ ମଧ୍ୟରେ ଖୋର୍ଦ୍ଧା ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଯାଜପୁର ଓ କଟକ

ଆଜି ୫୩ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହସ୍ତଗତ ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୮୩୪

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ । ପ୍ରତିଦିନ ୬୦ ଉପରେ ରହୁଛି ମୃତ୍ୟୁ ସଂଖ୍ୟା । ତେବେ ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ,