ଦିଲ୍ଲୀରେ ଲକଡାଉନ ଆଉ ସପ୍ତାହେ ବୃଦ୍ଧି
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଲାଗୁ ଲକଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି। କେଜ୍ରିୱାଲ ସରକାର ଜୁନ୍ ୭ ଯାଏ ଏହାକୁ ବୃଦ୍ଧି କରିଛନ୍ତି।ପୂର୍ବରୁ ଲାଗିଥିବା ଲକଡାଉନ ସୋମବାର ଶେଷ ହେବାର ଥିଲା।
ପୂର୍ବଭଳି ଲକଡାଉନ ବେଳେ ଜରୁରୀ ସେବା ଓ କାର୍ଯ୍ୟକଳାପ ଜାରି ରହିବ। ଏହାବାଦ୍!-->!-->!-->…