Odia News Portal
Browsing Tag

dharmendra pradhan

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ ପ୍ରସ୍ତାବିତ ସଂକଳ୍ପ କ୍ୟାବିନେଟରେ ପାରିତ କରିବା ପରିପ୍ରେକ୍ଷୀରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁଣି ଥରେ

ପରୀ ଘଟଣାର ସିବିଆଇ ତଦନ୍ତ ଦାବିକଲେ ଧର୍ମେନ୍ଦ୍ର

ଢେଙ୍କାନାଳ: ପରୀ ମାମଲାର ତଦନ୍ତକୁ ନେଇ ମୁହଁ ଖୋଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଏହି ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ।ସେ କହିଛନ୍ତି ଯେ ଘଟଣାର ତଦନ୍ତ କରାଗଲେ ସବୁ ଘଟଣା ପଦାକୁ ଆସିବ ଆସିପାରିବ । ଏହାସହ ପରୀ ମାମଲାରେ ତା ବାପା, ମା’ କିଛି

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ନେଇ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ଚିଠିରେ ମା ସମଲେଶ୍ୱରୀ, ବିରଜା, ତାରାତାରିଣୀ…

୨୩ରେ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

ବାଲେଶ୍ୱର() ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ନେଇ ପ୍ରସ୍ତୁତି ଜୋରାଦାର ଚାଲିଛି । ଏନେଇ୨୨ ତାରିଖରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ହେଭିୱେଟ ନେତା । ଉପନିର୍ବାଚନ ନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୨୩ରେ ତିର୍ତ୍ତୋଲ ଓ…

କୃଷି ବିଲ୍‌ କୃଷି କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିବ

ନୂଆଦିଲ୍ଲୀ()  ସଂସଦରେ ପାରିତ କୃଷି ବିଲ୍‌କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିବା ସହ ଏହି ବିଲ୍‌ ଐତିହାସିକ ବୋଲି କହିଛନ୍ତି । ଏହି କୃଷି ବିଲ୍‌ ସଂସଦରେ ପାରିତ ହୋଇଥିବାରୁ ଶ୍ରୀ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ…

ରେଳମନ୍ତ୍ରୀଙ୍କୁ ପେଟ୍ରୋଲିୟମ ମନ୍ତ୍ରୀଙ୍କ ଚିଠି

ନୂଆଦିଲ୍ଲୀ() କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରବାସୀ ଓଡିଆଙ୍କ ଜୀବନଜୀବିକା ପାଇଁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟେନ୍’ ଚଳାଚଳ କରିବା ପାଇଁ ଧର୍ମେନ୍ଦ୍ର ଚିଠିରେ ଅନୁରୋଧ କରିଛନ୍ତି । ସେ ଉଲ୍ଲେଖ…

ଧର୍ମେନ୍ଦ୍ରଙ୍କ ପାଇଁ ଲିଙ୍ଗରାଜ ମନ୍ଦିରରେ ବିଜେପିର ଦୀପଦାନ

ଭୁବନେଶ୍ୱର() କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହେବା ଖବର ଓଡିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କର ଆଶୁଆରୋଗ୍ୟ କାମନା କରାଯାଇ ପୂଜାପାଠ ଓ ଦୀପଦାନ ଭଳି କାର୍ଯ୍ୟକ୍ରମମାନ ଗ୍ରହଣ କରାଯାଉଛି । ବହୁସଂଖ୍ୟାରେ ବିଜେପି କର୍ମୀ ଓ ନେତାମାନେ…

ଗରିବ କଲ୍ୟାଣ ରୋଜଗାରରେ ଓଡିଶାକୁ ସାମିଲ କରିଥିବାରୁ ଧନ୍ୟବାଦ

ଭୁବନେଶ୍ୱର() ପ୍ରଧାନମନ୍ତ୍ରୀ ପୁର୍ବ ଭାରତର ସମଗ୍ର ବିକାଶକୁ ପ୍ରାଥମିକତା ଦେଇ ଓଡିଶାର ୪ଟି ଜିଲ୍ଲା ଗଞ୍ଜାମ, ଭଦ୍ରକ ବଲାଙ୍ଗିର ଏବଂ ବାଲେଶ୍ୱରକୁ ଗରିବ କଲ୍ୟାଣ ରୋଜଗାର ଅଭିଯାନ ସହ ଯୋଡିଛନ୍ତି । ଯଦ୍ୱାରା ଏହି ଜିଲ୍ଲାର ଶ୍ରମିକ ତଥା ପ୍ରବାସୀ ଶ୍ରମିକମାନେ ରୋଜଗାର ପାଇପାରିବେ ଏବଂ…

ଦେଶାତ୍ମକବୋଧ ଗୀତକୁ ଉପଯୁକ୍ତ ମାନ୍ୟତା ମିଳିଲା: ଧର୍ମେନ୍ଦ୍ର

ଭୁବନେଶ୍ୱର () ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିବାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଦେଶାତ୍ମକବୋଧ ଗୀତକୁ ଶେଷରେ ଉପଯୁକ୍ତ ମାନ୍ୟତା ମିଳିଲା ବୋଲି ଧର୍ମେନ୍ଦ୍ର କହିଛନ୍ତି । ସେ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି,…