୪ ଦିନରେ ୫୨ ମିନିଟ୍
ଆଗୁଆ ବନ୍ଦ ହୋଇପାରେ ବିଧାନସଭା ଅଧିବେଶନ । ଗୃହରେ ହଟୁନି ଅଚଳାବସ୍ଥା । ନିଜ ନିଜ ଜିଦରେ ଅଟଳ ରହିଛନ୍ତି ଉଭୟ ଶାଶକ ଓ ବିରୋଧୀ ଦଳ । ୪ ଦିନରେ ମାତ୍ର ୪୨ ମିନିଟ ଚାଲିଛି ଗୃହ କାର୍ଯ୍ୟ । ଗୃହ କାର୍ଯ୍ୟ ସ୍ୱଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ କୈଣସି ସ୍ତରରେ ଉଦ୍ୟମ କରାଯାଇନାହିଁ ।!-->…